29ପୁଣି, ନୈବେଦ୍ୟର ପିତ୍ତଳ ସତୁରି ତାଳନ୍ତ ଦୁଇ ସହସ୍ର ଚାରି ଶହ ଶେକଲ ଥିଲା।
30ଏଣୁ ସେ ତାହା ଦ୍ୱାରା ସମାଗମ-ତମ୍ବୁ ଦ୍ୱାରର ଚୁଙ୍ଗୀ, ପିତ୍ତଳର ବେଦି, ତହିଁର ପିତ୍ତଳର ଝାଞ୍ଜିରୀ ଓ ବେଦିର ସମସ୍ତ ପାତ୍ର,
31ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗର ଚୁଙ୍ଗୀ, ପ୍ରାଙ୍ଗଣ ଦ୍ୱାରର ଚୁଙ୍ଗୀ, ଆବାସର ସମସ୍ତ ମେଖ ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର ମେଖସକଳ ନିର୍ମାଣ କଲେ।