ଯାତ୍ରା ପୁସ୍ତକ 39

ନିର୍ମଳ ଦୀପବୃକ୍ଷ, ତହିଁର ପ୍ରଦୀପ, ଅର୍ଥାତ୍‍, ପ୍ରଦୀପାବଳୀ ଓ ତହିଁର ସକଳ ପାତ୍ର ଓ ଦୀପାର୍ଥକ ତୈଳ;

Exodus 39:37 (UKJV) The pure candlestick, with the lamps thereof, even with the lamps to be set in order, and all the vessels thereof, and the oil for light,

35ସାକ୍ଷ୍ୟ-ସିନ୍ଦୁକ, ତହିଁର ସାଙ୍ଗୀ ଓ ପାପାଚ୍ଛାଦନ ମେଜ,

36ତହିଁର ସକଳ ପାତ୍ର ଓ ଦର୍ଶନୀୟ ରୁଟି,

37ନିର୍ମଳ ଦୀପବୃକ୍ଷ, ତହିଁର ପ୍ରଦୀପ, ଅର୍ଥାତ୍‍, ପ୍ରଦୀପାବଳୀ ଓ ତହିଁର ସକଳ ପାତ୍ର ଓ ଦୀପାର୍ଥକ ତୈଳ;

38ଆଉ ସ୍ୱର୍ଣ୍ଣମୟ ବେଦି, ଅଭିଷେକାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ ଓ ତମ୍ବୁଦ୍ୱାରର ଆଚ୍ଛାଦନ ବସ୍ତ୍ର;

39ପିତ୍ତଳର ବେଦି ଓ ତହିଁର ପିତ୍ତଳ-ଝାଞ୍ଜିରୀ, ତହିଁର ସାଙ୍ଗୀ ଓ ସକଳ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.