ଯାତ୍ରା ପୁସ୍ତକ 40

ଓ ତହିଁ ଉପରେ ସୁଗନ୍ଧି ଧୂପ ଜାଳିଲେ।

Exodus 40:27 (UKJV) And he burnt sweet incense thereon; as the LORD commanded Moses.

25ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଦୀପ ଜାଳିଲେ।

26ଆଉ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁରେ ବିଚ୍ଛେଦ ବସ୍ତ୍ର ସମ୍ମୁଖରେ ସ୍ୱର୍ଣ୍ଣ-ବେଦି ରଖିଲେ

27ଓ ତହିଁ ଉପରେ ସୁଗନ୍ଧି ଧୂପ ଜାଳିଲେ।

28ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସ-ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ

29ଓ ସମାଗମ-ତମ୍ବୁର ଆବାସ ଦ୍ୱାର ନିକଟରେ ହୋମବେଦି ରଖି ତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.