ଯାତ୍ରା ପୁସ୍ତକ 6

ଯିଷ୍‍ହରର ସନ୍ତାନ କୋରହ, ନେଫଗ୍‍ ଓ ସିଖ୍ରି।

Exodus 6:21 (UKJV) And the sons of Izhar; Korah, and Nepheg, and Zichri.

19ମରାରିର ସନ୍ତାନ ମହଲି ଓ ମୂଶି; ଏମାନେ ବଂଶାବଳୀ ଅନୁସାରେ ଲେବୀର ବଂଶ ଅଟନ୍ତି।

20ପୁଣି, ଅମ୍ରାମ୍‍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍‍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।

21ଯିଷ୍‍ହରର ସନ୍ତାନ କୋରହ, ନେଫଗ୍‍ ଓ ସିଖ୍ରି।

22ପୁଣି, ଉଷୀୟେଲର ସନ୍ତାନ ମୀଶାୟେଲ ଓ ଇଲୀଷାଫନ୍‍ ଓ ସିଥ୍ରି।

23ପୁଣି, ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ୍‍, ଅବୀହୂ, ଇଲୀୟାସର ଓ ଈଥାମରକୁ ପ୍ରସବ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.