ଯାତ୍ରା ପୁସ୍ତକ 6

ସେହି ଦିନ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ, “ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭକୁ ଯାହା ଯାହା କହୁ; ତାହାସବୁ ମିସରୀୟ ରାଜା ଫାରୋକୁ କୁହ।”

Exodus 6:29 (UKJV) That the LORD spoke unto Moses, saying, I am the LORD: speak you unto Pharaoh king of Egypt all that I say unto you.

27ଏମାନେ ମିସରରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିସରର ରାଜା ଫାରୋଙ୍କ ସହିତ କଥାବାର୍ତ୍ତା କରିଥିଲେ। ଏମାନେ ସେହି ମୋଶା ଓ ହାରୋଣ।

28ଯେଉଁ ଦିନ ସଦାପ୍ରଭୁ ମିସର ଦେଶରେ ମୋଶାଙ୍କ ସହିତ ଆଳାପ କଲେ,

29ସେହି ଦିନ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ, “ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭକୁ ଯାହା ଯାହା କହୁ; ତାହାସବୁ ମିସରୀୟ ରାଜା ଫାରୋକୁ କୁହ।”

30ତହିଁରେ ମୋଶା ସଦାପ୍ରଭୁଙ୍କ ସାକ୍ଷାତରେ କହିଥିଲେ, “ମନ୍ଦ ବକ୍ତା ଯେ ମୁଁ, ମୋʼ କଥା ଫାରୋ କିପ୍ରକାରେ ଶୁଣିବେ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.