ଯିହିଜିକଲ 22

ଆଉ, ତୁମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ଆପଣା ସକାଶୁ ଅପବିତ୍ର ହେବ,” ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।

Ezekiel 22:16 (UKJV) And you shall take yours inheritance in yourself in the sight of the heathen, and you shall know that I am the LORD.

14ଯେଉଁ ଦିନ ଆମ୍ଭେ ତୁମ୍ଭଠାରୁ ନିକାଶ ନେବା, ସେହି ଦିନ ତୁମ୍ଭ ଅନ୍ତଃକରଣ କି ସହି ପାରିବ, ଅବା ତୁମ୍ଭର ହସ୍ତ କି ସବଳ ହୋଇ ପାରିବ? ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଏହା ସିଦ୍ଧ କରିବା।

15ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ତୁମ୍ଭକୁ ନିକ୍ଷେପ କରିବା; ଆଉ, ଆମ୍ଭେ ତୁମ୍ଭର ଅଶୁଚିତା ତୁମ୍ଭଠାରୁ ନାଶ କରିବା।

16ଆଉ, ତୁମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ଆପଣା ସକାଶୁ ଅପବିତ୍ର ହେବ,” ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।

17ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

18“ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ଆମ୍ଭ ନିକଟରେ ଖାଦ ସ୍ୱରୂପ ହୋଇଅଛନ୍ତି; ସେମାନେ ସମସ୍ତେ ଉହ୍ମେଇ ମଧ୍ୟରେ ପିତ୍ତଳ, ଦସ୍ତା, ଲୁହା ଓ ସୀସା ସ୍ୱରୂପ ହୋଇଅଛନ୍ତି; ସେମାନେ ରୂପାର ଖାଦ ସ୍ୱରୂପ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.