25ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଯେଉଁ ଦିନ ସେମାନଙ୍କର ବଳ, ସେମାନଙ୍କର ଗୌରବଜନକ ଆନନ୍ଦ, ସେମାନଙ୍କର ନୟନର ପ୍ରୀତିପାତ୍ର ଓ ଯହିଁରେ ସେମାନେ ଆପଣା ଚିତ୍ତ ଆସକ୍ତ କରନ୍ତି, ସେମାନଙ୍କର ପୁତ୍ର ଓ କନ୍ୟାଗଣ ସେମାନଙ୍କଠାରୁ ହରଣ କରିବା,
26ସେ ଦିନ ତାହା ତୁମ୍ଭ କର୍ଣ୍ଣଗୋଚର କରାଇବା ନିମନ୍ତେ ପଳାତକ ଲୋକ କି ତୁମ୍ଭ ନିକଟକୁ ଆସିବ ନାହିଁ?
27ସେ ଦିନ ପଳାତକ ଲୋକ ନିକଟରେ ତୁମ୍ଭର ମୁଖ ଫିଟିଯିବ, ତହିଁରେ ତୁମ୍ଭେ ଆଉ ଘୁଙ୍ଗା ନ ହୋଇ କଥା କହିବ; ଏହିରୂପେ ତୁମ୍ଭେ ସେମାନଙ୍କ ପ୍ରତି ଚିହ୍ନସ୍ୱରୂପ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”