ଯିହିଜିକଲ 4

ତହିଁରେ ଅନ୍ନ ଓ ଜଳର ଅଭାବରେ ସେମାନେ ପରସ୍ପର ପ୍ରତି ବିସ୍ମୟାପନ୍ନ ହୋଇ ଆପଣା ଆପଣା ଅଧର୍ମରେ କ୍ଷୀଣ ହେବେ।”

Ezekiel 4:17 (UKJV) That they may lack bread and water, and be astonished one with another, and consume away for their iniquity.

15ତହିଁରେ ସେ ମୋତେ କହିଲେ, “ଦେଖ, ଆମ୍ଭେ ମନୁଷ୍ୟର ବିଷ୍ଠା ବଦଳେ ଗୋମୟ ତୁମ୍ଭକୁ ଦେଲୁ, ଆଉ ତୁମ୍ଭେ ତହିଁ ଉପରେ ଆପଣା ରୁଟି ପାକ କରିବ।”

16ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ଯିରୂଶାଲମରେ ଅନ୍ନରୂପ ଯଷ୍ଟି ଭାଙ୍ଗିବା, ତହିଁରେ ଲୋକମାନେ ସୀମିତ ପରିମାଣ ଅନ୍ନ ଯତ୍ନ ସହ ଭୋଜନ କରିବେ ଓ ସୀମିତ ପରିମାଣ ଜଳ ଭୟରେ ପାନ କରିବେ;

17ତହିଁରେ ଅନ୍ନ ଓ ଜଳର ଅଭାବରେ ସେମାନେ ପରସ୍ପର ପ୍ରତି ବିସ୍ମୟାପନ୍ନ ହୋଇ ଆପଣା ଆପଣା ଅଧର୍ମରେ କ୍ଷୀଣ ହେବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.