ଯିହିଜିକଲ 41

ଆଉ, ବାରଣ୍ଡାର ପାର୍ଶ୍ୱରେ ଏପାଖରେ ଓ ସେପାଖରେ ବନ୍ଦ ଜଳାକବାଟି ଓ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା, ଗୃହର ପାର୍ଶ୍ୱସ୍ଥ କୋଠରି ଓ ମୋଟ କଡ଼ିକାଠସବୁ ଏହି ପ୍ରକାର ଥିଲା।

Ezekiel 41:26 (UKJV) And there were narrow windows and palm trees on the one side and on the other side, on the sides of the porch, and upon the side chambers of the house, and thick planks.

24ଆଉ, ଏକ ଏକ କବାଟର ଦୁଇ ଦୁଇ ପଟ, ଦୁଇ ଦୁଇ ଘୂରିବା ପଟ ଥିଲା, ଅର୍ଥାତ୍‍, ଏକ ଦ୍ୱାରର ଦୁଇ ପଟ ଓ ଅନ୍ୟ ଦ୍ୱାରର ଦୁଇ ପଟ ଥିଲା।

25ପୁଣି, ସେହି ସବୁରେ, ଅର୍ଥାତ୍‍, ମନ୍ଦିର କବାଟରେ କାନ୍ଥରେ ଯେପରି, ସେହିପରି କିରୂବଗଣ ଓ ଖର୍ଜ୍ଜୁର ବୃକ୍ଷ ଶିଳ୍ପିତ ଥିଲା; ଆଉ, ବାହାର ବାରଣ୍ଡାର ଅଗ୍ରଭାଗରେ ମୋଟ କଡ଼ିକାଠ ଥିଲା।

26ଆଉ, ବାରଣ୍ଡାର ପାର୍ଶ୍ୱରେ ଏପାଖରେ ଓ ସେପାଖରେ ବନ୍ଦ ଜଳାକବାଟି ଓ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା, ଗୃହର ପାର୍ଶ୍ୱସ୍ଥ କୋଠରି ଓ ମୋଟ କଡ଼ିକାଠସବୁ ଏହି ପ୍ରକାର ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.