ଯିହିଜିକଲ 42

ସେ ଉତ୍ତର ପାର୍ଶ୍ୱ ମାପିଲେ, ପରିମାପକ ଦଣ୍ଡରେ ଚତୁର୍ଦ୍ଦିଗ ପାଞ୍ଚ ଶହ ଦଣ୍ଡ ହେଲା।

Ezekiel 42:17 (UKJV) He measured the north side, five hundred reeds, with the measuring reed round about.

15ଭିତର ଗୃହ ମାପିବାର ସମାପ୍ତ କଲା ଉତ୍ତାରେ ସେ ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ମୋତେ ବାହାରକୁ ଆଣିଲେ ଓ ତହିଁର ଚତୁର୍ଦ୍ଦିଗ ମାପିଲେ।

16ସେ ପରିମାପକ ଦଣ୍ଡ ଦ୍ୱାର ପୂର୍ବ ପାର୍ଶ୍ୱ ମାପିଲେ, ପରିମାପକ ଦଣ୍ଡରେ ଚତୁର୍ଦ୍ଦିଗ ପାଞ୍ଚ ଶହ ଦଣ୍ଡ ହେଲା।

17ସେ ଉତ୍ତର ପାର୍ଶ୍ୱ ମାପିଲେ, ପରିମାପକ ଦଣ୍ଡରେ ଚତୁର୍ଦ୍ଦିଗ ପାଞ୍ଚ ଶହ ଦଣ୍ଡ ହେଲା।

18ସେ ଦକ୍ଷିଣ ପାର୍ଶ୍ୱ ମାପିଲେ, ପରିମାପକ ଦଣ୍ଡରେ ତାହା ପାଞ୍ଚ ଶହ ଦଣ୍ଡ ହେଲା।

19ସେ ପଶ୍ଚିମ ପାର୍ଶ୍ୱକୁ ଫେରି ପରିମାପକ ଦଣ୍ଡରେ ପାଞ୍ଚ ଶହ ଦଣ୍ଡ ମାପିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.