ଯିହିଜିକଲ 42

ସେ ତାହାର ଚାରି ପାର୍ଶ୍ୱ ମାପିଲେ; ପବିତ୍ର ଓ ସାଧାରଣ ସ୍ଥାନ ମଧ୍ୟରେ ବିଚ୍ଛେଦ କରିବା ପାଇଁ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଥିଲା, ତାହା ଦୀର୍ଘରେ ପାଞ୍ଚ ଶହ ଓ ପ୍ରସ୍ଥରେ ପାଞ୍ଚ ଶହ (ଦଣ୍ଡ) ଥିଲା।

Ezekiel 42:20 (UKJV) He measured it by the four sides: it had a wall round about, five hundred reeds long, and five hundred broad, to make a separation between the sanctuary and the profane place.

18ସେ ଦକ୍ଷିଣ ପାର୍ଶ୍ୱ ମାପିଲେ, ପରିମାପକ ଦଣ୍ଡରେ ତାହା ପାଞ୍ଚ ଶହ ଦଣ୍ଡ ହେଲା।

19ସେ ପଶ୍ଚିମ ପାର୍ଶ୍ୱକୁ ଫେରି ପରିମାପକ ଦଣ୍ଡରେ ପାଞ୍ଚ ଶହ ଦଣ୍ଡ ମାପିଲେ।

20ସେ ତାହାର ଚାରି ପାର୍ଶ୍ୱ ମାପିଲେ; ପବିତ୍ର ଓ ସାଧାରଣ ସ୍ଥାନ ମଧ୍ୟରେ ବିଚ୍ଛେଦ କରିବା ପାଇଁ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଥିଲା, ତାହା ଦୀର୍ଘରେ ପାଞ୍ଚ ଶହ ଓ ପ୍ରସ୍ଥରେ ପାଞ୍ଚ ଶହ (ଦଣ୍ଡ) ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.