ଯିହିଜିକଲ 45

ସପ୍ତମ ମାସର ପଞ୍ଚଦଶ ଦିନ ପର୍ବ ସମୟରେ ସେ ସାତ ଦିନ ପର୍ଯ୍ୟନ୍ତ ଏହିରୂପ, ଅର୍ଥାତ୍‍, ପାପାର୍ଥକ ବଳିର, ହୋମାର୍ଥକ ବଳିର ଓ ଭକ୍ଷ୍ୟ ନୈବେଦ୍ୟର, ଆଉ ତୈଳଦାନର ବିଧି ଅନୁଯାୟୀ ଉତ୍ସର୍ଗ କରିବେ।

Ezekiel 45:25 (UKJV) In the seventh month, in the fifteenth day of the month, shall he do the like in the feast of the seven days, according to the sin offering, according to the burnt offering, and according to the food offering, and according to the oil.

23ଆଉ, ପର୍ବର ସାତ ଦିନ ପର୍ଯ୍ୟନ୍ତ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବେ, ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ନିର୍ଦ୍ଦୋଷ ସାତ ବୃଷ ଓ ସାତ ମେଷ, ଆଉ ପାପାର୍ଥକ ବଳି ରୂପେ ପ୍ରତିଦିନ ଏକ ଛାଗ ଉତ୍ସର୍ଗ କରିବେ।

24ପୁଣି, ସେ ଏକ ଏକ ବୃଷ ସଙ୍ଗେ ଏକ ଏକ ଐଫା, ଏକ ଏକ ମେଷ ସଙ୍ଗେ ଏକ ଏକ ଐଫା ଓ ପ୍ରତ୍ୟେକ ଐଫା ସଙ୍ଗେ ଏକ ଏକ ହୀନ୍‍ ତୈଳର ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବେ।

25ସପ୍ତମ ମାସର ପଞ୍ଚଦଶ ଦିନ ପର୍ବ ସମୟରେ ସେ ସାତ ଦିନ ପର୍ଯ୍ୟନ୍ତ ଏହିରୂପ, ଅର୍ଥାତ୍‍, ପାପାର୍ଥକ ବଳିର, ହୋମାର୍ଥକ ବଳିର ଓ ଭକ୍ଷ୍ୟ ନୈବେଦ୍ୟର, ଆଉ ତୈଳଦାନର ବିଧି ଅନୁଯାୟୀ ଉତ୍ସର୍ଗ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.