ଯିହିଜିକଲ 48

ଗୋଷ୍ଠୀବର୍ଗଙ୍କର ଏହି ଏହି ନାମ: ହମାତ୍‍ର ପ୍ରବେଶ ସ୍ଥାନକୁ ଯିବାର ହିତ୍‍ଲୋନର ପଥ ନିକଟସ୍ଥ ଉତ୍ତର ପ୍ରାନ୍ତ ସୀମାଠାରୁ ଦମ୍ମେଶକର ସୀମା ନିକଟସ୍ଥ ହତ୍‍ସର-ଐନନ୍‍, ହମାତ୍‍ ପାର୍ଶ୍ୱସ୍ଥ ଉତ୍ତର ଦିଗ ପର୍ଯ୍ୟନ୍ତ; ଆଉ, ତହିଁର ପୂର୍ବ ଓ ପଶ୍ଚିମ ସୀମା ହେବ; ଦାନ୍, ଏକ ଅଂଶ।

Ezekiel 48:1 (UKJV) Now these are the names of the tribes. From the north end to the coast of the way of Hethlon, as one goes to Hamath, Hazarenan, the border of Damascus northward, to the coast of Hamath; for these are his sides east and west; a portion for Dan.

1ଗୋଷ୍ଠୀବର୍ଗଙ୍କର ଏହି ଏହି ନାମ: ହମାତ୍‍ର ପ୍ରବେଶ ସ୍ଥାନକୁ ଯିବାର ହିତ୍‍ଲୋନର ପଥ ନିକଟସ୍ଥ ଉତ୍ତର ପ୍ରାନ୍ତ ସୀମାଠାରୁ ଦମ୍ମେଶକର ସୀମା ନିକଟସ୍ଥ ହତ୍‍ସର-ଐନନ୍‍, ହମାତ୍‍ ପାର୍ଶ୍ୱସ୍ଥ ଉତ୍ତର ଦିଗ ପର୍ଯ୍ୟନ୍ତ; ଆଉ, ତହିଁର ପୂର୍ବ ଓ ପଶ୍ଚିମ ସୀମା ହେବ; ଦାନ୍, ଏକ ଅଂଶ।

2ଆଉ, ଦାନ୍‍ର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଆଶେର, ଏକ ଅଂଶ।

3ପୁଣି, ଆଶେରର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ନପ୍ତାଲି, ଏକ ଅଂଶ

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.