ଯିହିଜିକଲ 48

ପୁଣି, ଶିମୀୟୋନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଷାଖରର ଏକ ଅଂଶ।

Ezekiel 48:25 (UKJV) And by the border of Simeon, from the east side unto the west side, Issachar a portion.

23ଅବଶିଷ୍ଟ ଗୋଷ୍ଠୀମାନଙ୍କ ବିଷୟ: ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ବିନ୍ୟାମୀନ୍‍ର ଏକ ଅଂଶ।

24ବିନ୍ୟାମୀନ୍‍ର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଶିମୀୟୋନର ଏକ ଅଂଶ

25ପୁଣି, ଶିମୀୟୋନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଷାଖରର ଏକ ଅଂଶ।

26ଆଉ, ଇଷାଖରର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ସବୂଲୂନର ଏକ ଅଂଶ।

27ସବୂଲୂନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଗାଦ୍‍ର ଏକ ଅଂଶ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.