ଯିହିଜିକଲ 48

ଚତୁର୍ଦ୍ଦିଗ ଅଠର ହଜାର ଦଣ୍ଡ ପରିମିତ ହେବ, ଆଉ ‘ସଦାପ୍ରଭୁ ତହିଁ ବିଦ୍ୟମାନ,’ ସେହି ଦିନଠାରୁ ନଗରର ଏହି ନାମ ହେବ।”

Ezekiel 48:35 (UKJV) It was round about eighteen thousand measures: and the name of the city from that day shall be, The LORD is there.

33ଆଉ, ଦକ୍ଷିଣ ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ପରିମିତ ଭୂମି ଓ ତିନି ଦ୍ୱାର ହେବ; ଶିମୀୟୋନର ଏକ ଦ୍ୱାର; ଇଷାଖରର ଏକ ଦ୍ୱାର; ସବୂଲୂନର ଏକ ଦ୍ୱାର;

34ପଶ୍ଚିମ ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ଭୂମି ଓ ତିନି ଦ୍ୱାର ହେବ; ଗାଦ୍‍ର ଏକ ଦ୍ୱାର; ଆଶେରର ଏକ ଦ୍ୱାର; ନପ୍ତାଲିର ଏକ ଦ୍ୱାର ହେବ।

35ଚତୁର୍ଦ୍ଦିଗ ଅଠର ହଜାର ଦଣ୍ଡ ପରିମିତ ହେବ, ଆଉ ‘ସଦାପ୍ରଭୁ ତହିଁ ବିଦ୍ୟମାନ,’ ସେହି ଦିନଠାରୁ ନଗରର ଏହି ନାମ ହେବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.