ଯିହିଜିକଲ 48

ଓ ନପ୍ତାଲିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ମନଃଶି, ଏକ ଅଂଶ।

Ezekiel 48:4 (UKJV) And by the border of Naphtali, from the east side unto the west side, a portion for Manasseh.

2ଆଉ, ଦାନ୍‍ର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଆଶେର, ଏକ ଅଂଶ।

3ପୁଣି, ଆଶେରର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ନପ୍ତାଲି, ଏକ ଅଂଶ

4ଓ ନପ୍ତାଲିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ମନଃଶି, ଏକ ଅଂଶ।

5ଆଉ, ମନଃଶିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଫ୍ରୟିମ, ଏକ ଅଂଶ।

6ଇଫ୍ରୟିମର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ରୁବେନ୍‍, ଏକ ଅଂଶ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.