ଏଜ୍ରା 10

ଓ ହାରୀମ୍‍‍ର ସନ୍ତାନମାନଙ୍କ ମଧ୍ୟରୁ ମାସେୟ, ଏଲୀୟ, ଶମୟୀୟ, ଯିହୀୟେଲ ଓ ଉଷୀୟ;

Ezra 10:21 (UKJV) And of the sons of Harim; Maaseiah, and Elijah, and Shemaiah, and Jehiel, and Uzziah.

19ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରିଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ।

20ଆଉ, ଇମ୍ମେରର ସନ୍ତାନମାନଙ୍କ ମଧ୍ୟରୁ ହନାନି ଓ ସବଦୀୟ

21ଓ ହାରୀମ୍‍‍ର ସନ୍ତାନମାନଙ୍କ ମଧ୍ୟରୁ ମାସେୟ, ଏଲୀୟ, ଶମୟୀୟ, ଯିହୀୟେଲ ଓ ଉଷୀୟ;

22ଆଉ, ପଶ୍‍ହୂରର ସନ୍ତାନମାନଙ୍କ ମଧ୍ୟରୁ ଇଲୀୟୋଐନୟ, ମାସେୟ, ଇଶ୍ମାୟେଲ, ନଥନେଲ, ଯୋଷାବଦ୍‍ ଓ ଇଲୀୟାସା।

23ଆଉ, ଲେବୀୟମାନଙ୍କ ମଧ୍ୟରୁ ଯୋଷାବଦ୍‍ ଓ ଶିମୀୟି ଓ କଲାୟ, ଏହାକୁ କଲିଟ କହନ୍ତି, ପଥାହୀୟ, ଯିହୁଦା ଓ ଇଲୀୟେଜର;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.