20ଆଉ, ଇମ୍ମେରର ସନ୍ତାନମାନଙ୍କ ମଧ୍ୟରୁ ହନାନି ଓ ସବଦୀୟ
21ଓ ହାରୀମ୍ର ସନ୍ତାନମାନଙ୍କ ମଧ୍ୟରୁ ମାସେୟ, ଏଲୀୟ, ଶମୟୀୟ, ଯିହୀୟେଲ ଓ ଉଷୀୟ;
22ଆଉ, ପଶ୍ହୂରର ସନ୍ତାନମାନଙ୍କ ମଧ୍ୟରୁ ଇଲୀୟୋଐନୟ, ମାସେୟ, ଇଶ୍ମାୟେଲ, ନଥନେଲ, ଯୋଷାବଦ୍ ଓ ଇଲୀୟାସା।
23ଆଉ, ଲେବୀୟମାନଙ୍କ ମଧ୍ୟରୁ ଯୋଷାବଦ୍ ଓ ଶିମୀୟି ଓ କଲାୟ, ଏହାକୁ କଲିଟ କହନ୍ତି, ପଥାହୀୟ, ଯିହୁଦା ଓ ଇଲୀୟେଜର;
24ଆଉ, ଗାୟକମାନଙ୍କ ମଧ୍ୟରୁ ଇଲୀୟାଶୀବ; ଦ୍ୱାରପାଳମାନଙ୍କ ମଧ୍ୟରୁ ଶଲ୍ଲୁମ୍ ଓ ଟେଲମ୍ ଓ ଊରି।