ଏଜ୍ରା 10

ଆଉ, ଗାୟକମାନଙ୍କ ମଧ୍ୟରୁ ଇଲୀୟାଶୀବ; ଦ୍ୱାରପାଳମାନଙ୍କ ମଧ୍ୟରୁ ଶଲ୍ଲୁମ୍‍ ଓ ଟେଲମ୍‍ ଓ ଊରି।

Ezra 10:24 (UKJV) Of the singers also; Eliashib: and of the porters; Shallum, and Telem, and Uri.

22ଆଉ, ପଶ୍‍ହୂରର ସନ୍ତାନମାନଙ୍କ ମଧ୍ୟରୁ ଇଲୀୟୋଐନୟ, ମାସେୟ, ଇଶ୍ମାୟେଲ, ନଥନେଲ, ଯୋଷାବଦ୍‍ ଓ ଇଲୀୟାସା।

23ଆଉ, ଲେବୀୟମାନଙ୍କ ମଧ୍ୟରୁ ଯୋଷାବଦ୍‍ ଓ ଶିମୀୟି ଓ କଲାୟ, ଏହାକୁ କଲିଟ କହନ୍ତି, ପଥାହୀୟ, ଯିହୁଦା ଓ ଇଲୀୟେଜର;

24ଆଉ, ଗାୟକମାନଙ୍କ ମଧ୍ୟରୁ ଇଲୀୟାଶୀବ; ଦ୍ୱାରପାଳମାନଙ୍କ ମଧ୍ୟରୁ ଶଲ୍ଲୁମ୍‍ ଓ ଟେଲମ୍‍ ଓ ଊରି।

25ଇସ୍ରାଏଲ ମଧ୍ୟରେ ପରିୟୋଶର ସନ୍ତାନମାନଙ୍କ ମଧ୍ୟରୁ ରମୀୟ, ଯିଷୀୟ, ମଲ୍‍କୀୟ, ମିୟାମୀନ୍‍, ଇଲୀୟାସର, ମଲ୍‍କୀୟ ଓ ବନାୟ।

26ଆଉ, ଏଲମ୍‍ର ସନ୍ତାନଗଣ ମଧ୍ୟରୁ ମତ୍ତନୀୟ, ଜିଖରୀୟ ଓ ଯିହୀୟେଲ ଓ ଅବ୍‍ଦି ଓ ଯେରେମୋତ୍‍ ଓ ଏଲୀୟ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.