24ଆଉ, ଗାୟକମାନଙ୍କ ମଧ୍ୟରୁ ଇଲୀୟାଶୀବ; ଦ୍ୱାରପାଳମାନଙ୍କ ମଧ୍ୟରୁ ଶଲ୍ଲୁମ୍ ଓ ଟେଲମ୍ ଓ ଊରି।
25ଇସ୍ରାଏଲ ମଧ୍ୟରେ ପରିୟୋଶର ସନ୍ତାନମାନଙ୍କ ମଧ୍ୟରୁ ରମୀୟ, ଯିଷୀୟ, ମଲ୍କୀୟ, ମିୟାମୀନ୍, ଇଲୀୟାସର, ମଲ୍କୀୟ ଓ ବନାୟ।
26ଆଉ, ଏଲମ୍ର ସନ୍ତାନଗଣ ମଧ୍ୟରୁ ମତ୍ତନୀୟ, ଜିଖରୀୟ ଓ ଯିହୀୟେଲ ଓ ଅବ୍ଦି ଓ ଯେରେମୋତ୍ ଓ ଏଲୀୟ।
27ଆଉ, ସତ୍ତୂର ସନ୍ତାନଗଣ ମଧ୍ୟରୁ ଇଲୀୟୋଐନୟ, ଇଲୀୟାଶୀବ ଓ ମତ୍ତନୀୟ ଓ ଯେରେମୋତ୍ ଓ ସାବଦ୍ ଓ ଅସୀସା
28ଓ ବେବୟର ସନ୍ତାନଗଣ ମଧ୍ୟରୁ ଯିହୋହାନନ୍, ହନାନୀୟ, ସବ୍ବେୟ, ଅତ୍ତଲୟ;