26ଆଉ, ଏଲମ୍ର ସନ୍ତାନଗଣ ମଧ୍ୟରୁ ମତ୍ତନୀୟ, ଜିଖରୀୟ ଓ ଯିହୀୟେଲ ଓ ଅବ୍ଦି ଓ ଯେରେମୋତ୍ ଓ ଏଲୀୟ।
27ଆଉ, ସତ୍ତୂର ସନ୍ତାନଗଣ ମଧ୍ୟରୁ ଇଲୀୟୋଐନୟ, ଇଲୀୟାଶୀବ ଓ ମତ୍ତନୀୟ ଓ ଯେରେମୋତ୍ ଓ ସାବଦ୍ ଓ ଅସୀସା
28ଓ ବେବୟର ସନ୍ତାନଗଣ ମଧ୍ୟରୁ ଯିହୋହାନନ୍, ହନାନୀୟ, ସବ୍ବେୟ, ଅତ୍ତଲୟ;
29ଆଉ, ବାନିର ସନ୍ତାନଗଣ ମଧ୍ୟରୁ ମଶୁଲ୍ଲମ୍, ମଲ୍ଲୁକ ଓ ଅଦାୟା, ଯାଶୂବ ଓ ଶାଲ, ଯିରେମୋତ୍।
30ଆଉ, ପହତ୍-ମୋୟାବର ସନ୍ତାନଗଣ ମଧ୍ୟରୁ ଅଦନ୍ ଓ କଲାଲ, ବନାୟ, ମାସେୟ, ମତ୍ତନୀୟ, ବତ୍ସଲେଲ ଓ ବିନ୍ନୁୟି ଓ ମନଃଶି;