ଏଜ୍ରା 10

ଆଉ, ବାନିର ସନ୍ତାନଗଣ ମଧ୍ୟରୁ ମଶୁଲ୍ଲମ୍‍, ମଲ୍ଲୁକ ଓ ଅଦାୟା, ଯାଶୂବ ଓ ଶାଲ, ଯିରେମୋତ୍‍।

Ezra 10:29 (UKJV) And of the sons of Bani; Meshullam, Malluch, and Adaiah, Jashub, and Sheal, and Ramoth.

27ଆଉ, ସତ୍ତୂର ସନ୍ତାନଗଣ ମଧ୍ୟରୁ ଇଲୀୟୋଐନୟ, ଇଲୀୟାଶୀବ ଓ ମତ୍ତନୀୟ ଓ ଯେରେମୋତ୍‍ ଓ ସାବଦ୍‍ ଓ ଅସୀସା

28ଓ ବେବୟର ସନ୍ତାନଗଣ ମଧ୍ୟରୁ ଯିହୋହାନନ୍‍, ହନାନୀୟ, ସବ୍ବେୟ, ଅତ୍ତଲୟ;

29ଆଉ, ବାନିର ସନ୍ତାନଗଣ ମଧ୍ୟରୁ ମଶୁଲ୍ଲମ୍‍, ମଲ୍ଲୁକ ଓ ଅଦାୟା, ଯାଶୂବ ଓ ଶାଲ, ଯିରେମୋତ୍‍।

30ଆଉ, ପହତ୍‍-ମୋୟାବର ସନ୍ତାନଗଣ ମଧ୍ୟରୁ ଅଦନ୍‍ ଓ କଲାଲ, ବନାୟ, ମାସେୟ, ମତ୍ତନୀୟ, ବତ୍ସଲେଲ ଓ ବିନ୍ନୁୟି ଓ ମନଃଶି;

31ଆଉ, ହାରୀମ୍‍‍ର ସନ୍ତାନଗଣ ମଧ୍ୟରୁ ଇଲୀୟେଜର, ଯିଶୀୟ, ମଲ୍‍କୀୟ, ଶମୟୀୟ, ଶିମୀୟୋନ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.