ଏଜ୍ରା 10

ଆଉ, ହାରୀମ୍‍‍ର ସନ୍ତାନଗଣ ମଧ୍ୟରୁ ଇଲୀୟେଜର, ଯିଶୀୟ, ମଲ୍‍କୀୟ, ଶମୟୀୟ, ଶିମୀୟୋନ;

Ezra 10:31 (UKJV) And of the sons of Harim; Eliezer, Ishijah, Malchiah, Shemaiah, Shimeon,

29ଆଉ, ବାନିର ସନ୍ତାନଗଣ ମଧ୍ୟରୁ ମଶୁଲ୍ଲମ୍‍, ମଲ୍ଲୁକ ଓ ଅଦାୟା, ଯାଶୂବ ଓ ଶାଲ, ଯିରେମୋତ୍‍।

30ଆଉ, ପହତ୍‍-ମୋୟାବର ସନ୍ତାନଗଣ ମଧ୍ୟରୁ ଅଦନ୍‍ ଓ କଲାଲ, ବନାୟ, ମାସେୟ, ମତ୍ତନୀୟ, ବତ୍ସଲେଲ ଓ ବିନ୍ନୁୟି ଓ ମନଃଶି;

31ଆଉ, ହାରୀମ୍‍‍ର ସନ୍ତାନଗଣ ମଧ୍ୟରୁ ଇଲୀୟେଜର, ଯିଶୀୟ, ମଲ୍‍କୀୟ, ଶମୟୀୟ, ଶିମୀୟୋନ;

32ବିନ୍ୟାମୀନ୍, ମଲ୍ଲୁକ, ଶେମରୀୟ;

33ହଶୂମର ସନ୍ତାନଗଣ ମଧ୍ୟରୁ ମତ୍ତନୟ, ମତ୍ତତ୍ତ, ସାବଦ୍‍, ଇଲୀଫେଲଟ୍‍, ଯିରେମୟ, ମନଃଶି, ଶିମୀୟି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.