30ଆଉ, ପହତ୍-ମୋୟାବର ସନ୍ତାନଗଣ ମଧ୍ୟରୁ ଅଦନ୍ ଓ କଲାଲ, ବନାୟ, ମାସେୟ, ମତ୍ତନୀୟ, ବତ୍ସଲେଲ ଓ ବିନ୍ନୁୟି ଓ ମନଃଶି;
31ଆଉ, ହାରୀମ୍ର ସନ୍ତାନଗଣ ମଧ୍ୟରୁ ଇଲୀୟେଜର, ଯିଶୀୟ, ମଲ୍କୀୟ, ଶମୟୀୟ, ଶିମୀୟୋନ;
32ବିନ୍ୟାମୀନ୍, ମଲ୍ଲୁକ, ଶେମରୀୟ;
33ହଶୂମର ସନ୍ତାନଗଣ ମଧ୍ୟରୁ ମତ୍ତନୟ, ମତ୍ତତ୍ତ, ସାବଦ୍, ଇଲୀଫେଲଟ୍, ଯିରେମୟ, ମନଃଶି, ଶିମୀୟି;
34ବାନିର ସନ୍ତାନଗଣ ମଧ୍ୟରୁ ମାଦୟ, ଅମ୍ରାମ୍ ଓ ଉୟେଲ;