ଏଜ୍ରା 10

ଏସମସ୍ତେ ଅନ୍ୟ ଦେଶୀୟା ଭାର୍ଯ୍ୟା ଗ୍ରହଣ କରିଥିଲେ; ଆଉ, ସେହି ଭାର୍ଯ୍ୟାମାନଙ୍କଠାରୁ କାହାରି କାହାରି ସନ୍ତାନସନ୍ତତି ଜାତ ହୋଇଥିଲେ।

Ezra 10:44 (UKJV) All these had taken strange wives: and some of them had wives by whom they had children.

42ଶଲ୍ଲୁମ୍‍, ଅମରୀୟ, ଯୋଷେଫ।

43ନବୋର ସନ୍ତାନଗଣ ମଧ୍ୟରୁ ଯିୟୀୟେଲ୍‍, ମତ୍ତଥୀୟ, ସାବଦ୍‍, ସବୀନଃ, ଯଦ୍ଦୋୟ ଓ ଯୋୟେଲ, ବନାୟ;

44ଏସମସ୍ତେ ଅନ୍ୟ ଦେଶୀୟା ଭାର୍ଯ୍ୟା ଗ୍ରହଣ କରିଥିଲେ; ଆଉ, ସେହି ଭାର୍ଯ୍ୟାମାନଙ୍କଠାରୁ କାହାରି କାହାରି ସନ୍ତାନସନ୍ତତି ଜାତ ହୋଇଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.