ଏଜ୍ରା 2

ବାନିର ସନ୍ତାନ ଛଅ ଶହ ବୟାଳିଶ ଜଣ।

Ezra 2:10 (UKJV) The children of Bani, six hundred forty and two.

8ସତ୍ତୂର ସନ୍ତାନ ନଅ ଶହ ପଞ୍ଚଚାଳିଶ ଜଣ।

9ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ।

10ବାନିର ସନ୍ତାନ ଛଅ ଶହ ବୟାଳିଶ ଜଣ।

11ବେବୟର ସନ୍ତାନ ଛଅ ଶହ ତେଇଶ ଜଣ।

12ଅସ୍ଗଦର ସନ୍ତାନ ଏକ ହଜାର ଦୁଇ ଶହ ବାଇଶ ଜଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.