ଏଜ୍ରା 2

ଆଦୀନର ସନ୍ତାନ ଚାରି ଶହ ଚଉବନ ଜଣ।

Ezra 2:15 (UKJV) The children of Adin, four hundred fifty and four.

13ଅଦୋନୀକାମର ସନ୍ତାନ ଛଅ ଶହ ଛଷଠି ଜଣ।

14ବିଗ୍‍ବୟର ସନ୍ତାନ ଦୁଇ ହଜାର ଛପନ ଜଣ।

15ଆଦୀନର ସନ୍ତାନ ଚାରି ଶହ ଚଉବନ ଜଣ।

16ହିଜକୀୟର ବଂଶଜାତ ଆଟେରର ସନ୍ତାନ ଅଠାନବେ ଜଣ।

17ବେତ୍ସୟର ସନ୍ତାନ ତିନି ଶହ ତେଇଶ ଜଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.