ଏଜ୍ରା 2

ଅନାଥୋତ୍‍ର ଲୋକ ଏକ ଶହ ଅଠାଇଶ ଜଣ।

Ezra 2:23 (UKJV) The men of Anathoth, an hundred twenty and eight.

21ବେଥଲିହିମର ସନ୍ତାନ ଏକ ଶହ ତେଇଶ ଜଣ।

22ନଟୋଫାର ଲୋକ ଛପନ ଜଣ।

23ଅନାଥୋତ୍‍ର ଲୋକ ଏକ ଶହ ଅଠାଇଶ ଜଣ।

24ଅସ୍ମାବତ୍‍ର ସନ୍ତାନ ବୟାଳିଶ ଜଣ।

25କିରୀୟଥ୍‍-ଯିୟାରୀମ୍‍ ଓ କଫୀରା ଓ ବେରୋତର ସନ୍ତାନ ସାତ ଶହ ତେୟାଳିଶ ଜଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.