ଏଜ୍ରା 2

ରାମାର ଓ ଗେବାର ସନ୍ତାନ ଛଅ ଶହ ଏକୋଇଶ ଜଣ।

Ezra 2:26 (UKJV) The children of Ramah and Gaba, six hundred twenty and one.

24ଅସ୍ମାବତ୍‍ର ସନ୍ତାନ ବୟାଳିଶ ଜଣ।

25କିରୀୟଥ୍‍-ଯିୟାରୀମ୍‍ ଓ କଫୀରା ଓ ବେରୋତର ସନ୍ତାନ ସାତ ଶହ ତେୟାଳିଶ ଜଣ।

26ରାମାର ଓ ଗେବାର ସନ୍ତାନ ଛଅ ଶହ ଏକୋଇଶ ଜଣ।

27ମିକ୍‍ମସର ଲୋକ ଏକ ଶହ ବାଇଶ ଜଣ।

28ବେଥେଲ୍‍ର ଓ ଅୟର ଲୋକ ଦୁଇ ଶହ ତେଇଶ ଜଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.