ଏଜ୍ରା 2

ହାରୀମ୍‍‍ର ସନ୍ତାନ ତିନି ଶହ କୋଡ଼ିଏ ଜଣ।

Ezra 2:32 (UKJV) The children of Harim, three hundred and twenty.

30ମଗ୍‍ବୀଶର ସନ୍ତାନ ଏକ ଶହ ଛପନ ଜଣ।

31ଅନ୍ୟ ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।

32ହାରୀମ୍‍‍ର ସନ୍ତାନ ତିନି ଶହ କୋଡ଼ିଏ ଜଣ।

33ଲୋଦ୍‍ ଓ ହାଦୀଦ୍‍ ଓ ଓନୋର ସନ୍ତାନ ସାତ ଶହ ପଚିଶ ଜଣ।

34ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.