ଏଜ୍ରା 2

ଇମ୍ମେରର ସନ୍ତାନ ଏକ ହଜାର ବାବନ ଜଣ।

Ezra 2:37 (UKJV) The children of Immer, a thousand fifty and two.

35ସନାୟାର ସନ୍ତାନ ତିନି ହଜାର ଛଅ ଶହ ତିରିଶ ଜଣ।

36ଯାଜକମାନଙ୍କ ସଂଖ୍ୟା; ଯେଶୂୟ-ବଂଶଜ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ।

37ଇମ୍ମେରର ସନ୍ତାନ ଏକ ହଜାର ବାବନ ଜଣ।

38ପଶ୍‍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ।

39ହାରୀମ୍‍‍ର ସନ୍ତାନ ଏକ ହଜାର ସତର ଜଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.