37ଇମ୍ମେରର ସନ୍ତାନ ଏକ ହଜାର ବାବନ ଜଣ।
38ପଶ୍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ।
39ହାରୀମ୍ର ସନ୍ତାନ ଏକ ହଜାର ସତର ଜଣ।
40ଲେବୀୟମାନଙ୍କ ସଂଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍ମୀୟେଲର ସନ୍ତାନ ଚଉସ୍ତରି ଜଣ।
41ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠାଇଶ ଜଣ।