ଏଜ୍ରା 2

ଲେବୀୟମାନଙ୍କ ସଂଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍‍ମୀୟେଲର ସନ୍ତାନ ଚଉସ୍ତରି ଜଣ।

Ezra 2:40 (UKJV) The Levites: the children of Jeshua and Kadmiel, of the children of Hodaviah, seventy and four.

38ପଶ୍‍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ।

39ହାରୀମ୍‍‍ର ସନ୍ତାନ ଏକ ହଜାର ସତର ଜଣ।

40ଲେବୀୟମାନଙ୍କ ସଂଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍‍ମୀୟେଲର ସନ୍ତାନ ଚଉସ୍ତରି ଜଣ।

41ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠାଇଶ ଜଣ।

42ଦ୍ୱାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମ୍‍ର ସନ୍ତାନ, ଆଟେରର ସନ୍ତାନ, ଟଲ୍‍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.