39ହାରୀମ୍ର ସନ୍ତାନ ଏକ ହଜାର ସତର ଜଣ।
40ଲେବୀୟମାନଙ୍କ ସଂଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍ମୀୟେଲର ସନ୍ତାନ ଚଉସ୍ତରି ଜଣ।
41ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠାଇଶ ଜଣ।
42ଦ୍ୱାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମ୍ର ସନ୍ତାନ, ଆଟେରର ସନ୍ତାନ, ଟଲ୍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ।
43ନଥୀନୀୟ ଲୋକମାନେ; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ;