47ଗିଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ, ରାୟାର ସନ୍ତାନଗଣ;
48ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ, ଗସମର ସନ୍ତାନଗଣ;
49ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ, ବେଷୟର ସନ୍ତାନଗଣ;
50ଅସ୍ନାର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ;
51ବକ୍ବୁକର ସନ୍ତାନଗଣ, ହକୂଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ;