ଏଜ୍ରା 2

ବସ୍‍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ;

Ezra 2:52 (UKJV) The children of Bazluth, the children of Mehida, the children of Harsha,

50ଅସ୍ନାର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ;

51ବକ୍‍ବୁକର ସନ୍ତାନଗଣ, ହକୂଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ;

52ବସ୍‍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ;

53ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ;

54ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.