54ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ।
55ଶଲୋମନର ଦାସମାନଙ୍କ ସନ୍ତାନଗଣ; ସୋଟୟର ସନ୍ତାନଗଣ, ହସୋଫେରତର ସନ୍ତାନଗଣ, ପରୁଦାର ସନ୍ତାନଗଣ;
56ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ;
57ଶଫଟୀୟର ସନ୍ତାନଗଣ, ହଟୀଲର ସନ୍ତାନଗଣ, ପୋଖେରତ୍-ହତ୍ସବାୟିମର ସନ୍ତାନଗଣ, ଆମୀର ସନ୍ତାନଗଣ;
58ନଥୀନୀୟ ଲୋକମାନେ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣ ସର୍ବସୁଦ୍ଧା ତିନି ଶହ ବୟାନବେ ଜଣ।