ଏଜ୍ରା 2

ଯେଶୂୟ ଓ ଯୋୟାବର ସନ୍ତାନମାନଙ୍କ ମଧ୍ୟରୁ ପହତ୍‍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ବାର ଜଣ।

Ezra 2:6 (UKJV) The children of Pahathmoab, of the children of Jeshua and Joab, two thousand eight hundred and twelve.

4ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ।

5ଆରହର ସନ୍ତାନ ସାତ ଶହ ପଞ୍ଚସ୍ତରି ଜଣ।

6ଯେଶୂୟ ଓ ଯୋୟାବର ସନ୍ତାନମାନଙ୍କ ମଧ୍ୟରୁ ପହତ୍‍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ବାର ଜଣ।

7ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।

8ସତ୍ତୂର ସନ୍ତାନ ନଅ ଶହ ପଞ୍ଚଚାଳିଶ ଜଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.