ଏଜ୍ରା 2

ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର;

Ezra 2:66 (UKJV) Their horses were seven hundred thirty and six; their mules, two hundred forty and five;

64ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ଥିଲେ।

65ଏହାଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ। ଆହୁରି, ସେମାନଙ୍କର ଦୁଇ ଶହ ଗାୟକ ଗାୟିକା ଥିଲେ।

66ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର;

67ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗର୍ଦ୍ଦଭ ଥିଲେ।

68ଏଥିଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ୱରଙ୍କର ସେହି ଗୃହ ସ୍ୱ ସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.