ଏଜ୍ରା 2

ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗର୍ଦ୍ଦଭ ଥିଲେ।

Ezra 2:67 (UKJV) Their camels, four hundred thirty and five; their asses, six thousand seven hundred and twenty.

65ଏହାଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ। ଆହୁରି, ସେମାନଙ୍କର ଦୁଇ ଶହ ଗାୟକ ଗାୟିକା ଥିଲେ।

66ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର;

67ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗର୍ଦ୍ଦଭ ଥିଲେ।

68ଏଥିଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ୱରଙ୍କର ସେହି ଗୃହ ସ୍ୱ ସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ।

69ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ଡାରରେ ଏକଷଠି ହଜାର ଡ୍ରାକ୍‌ମା ସ୍ୱର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ଡ ରୂପା ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.