ଏଜ୍ରା 7

ମରାୟୋତ୍‍ ସରହୀୟର ସନ୍ତାନ, ସରହୀୟ ଉଷିର ସନ୍ତାନ, ଉଷି ବୁକ୍କିର ସନ୍ତାନ,

Ezra 7:4 (UKJV) The son of Zerahiah, the son of Uzzi, the son of Bukki,

2ହିଲ୍‍କୀୟ ଶଲ୍ଲୁମ୍‍ର ସନ୍ତାନ, ଶଲ୍ଲୁମ୍‍ ସାଦୋକର ସନ୍ତାନ, ସାଦୋକ ଅହୀଟୂବ୍‍ର ସନ୍ତାନ,

3ଅହୀଟୂବ୍‍ ଅମରୀୟର ସନ୍ତାନ, ଅମରୀୟ ଅସରୀୟର ସନ୍ତାନ, ଅସରୀୟ ମରାୟୋତ୍‍ର ସନ୍ତାନ,

4ମରାୟୋତ୍‍ ସରହୀୟର ସନ୍ତାନ, ସରହୀୟ ଉଷିର ସନ୍ତାନ, ଉଷି ବୁକ୍କିର ସନ୍ତାନ,

5ବୁକ୍କି ଅବୀଶୂୟର ସନ୍ତାନ, ଅବୀଶୂୟ ପୀନହସ୍‍ର ସନ୍ତାନ, ପୀନହସ୍‍ ଇଲୀୟାସରର ସନ୍ତାନ, ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର।

6ଏହି ଏଜ୍ରା ବାବିଲରୁ ପ୍ରସ୍ଥାନ କଲେ; ସେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶାଙ୍କ ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲେ; ପୁଣି, ତାଙ୍କ ପ୍ରତି ତାଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ହସ୍ତର ସହାୟତା ପ୍ରମାଣେ ରାଜା ତାହାର ସମସ୍ତ ପ୍ରାର୍ଥିତ ବିଷୟ ତାହାଙ୍କୁ ପ୍ରଦାନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.