8ଆଉ, ଶଫଟୀୟର ସନ୍ତାନଗଣ ମଧ୍ୟରୁ ମୀଖାୟେଲର ପୁତ୍ର ସବଦୀୟ ଓ ତାହା ସଙ୍ଗେ ଅଶୀ ପୁରୁଷ।
9ଯୋୟାବର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଓବଦୀୟ ଓ ତାହା ସଙ୍ଗେ ଦୁଇ ଶହ ଅଠର ପୁରୁଷ।
10ଆଉ, ଶଲୋମୀତ୍ର ସନ୍ତାନଗଣ ମଧ୍ୟରୁ ଯୋଷିଫୀୟର ପୁତ୍ର ଓ ତାହା ସଙ୍ଗେ ଏକ ଶହ ଷାଠିଏ ପୁରୁଷ।
11ପୁଣି, ବେବୟର ସନ୍ତାନଗଣ ମଧ୍ୟରୁ ବେବୟର ପୁତ୍ର ଜିଖରୀୟ ଓ ତାଙ୍କ ସଙ୍ଗେ ଅଠାଇଶ ପୁରୁଷ।
12ଅସ୍ଗଦର ସନ୍ତାନଗଣ ମଧ୍ୟରୁ ହକାଟନର ପୁତ୍ର ଯୋହାନନ୍ ଓ ତାହା ସଙ୍ଗେ ଏକ ଶହ ଦଶ ପୁରୁଷ।