3ଶଖନୀୟର ସନ୍ତାନଗଣ ମଧ୍ୟରୁ; ପରିୟୋଶର ସନ୍ତାନଗଣ ମଧ୍ୟରୁ ଜିଖରୀୟ ଓ ପୁରୁଷମାନଙ୍କ ବଂଶାବଳୀ କ୍ରମେ ତାହା ସଙ୍ଗେ ଗଣିତ ଏକ ଶହ ପଚାଶ ଜଣ।
4ପହତ୍-ମୋୟାବର ସନ୍ତାନଗଣ ମଧ୍ୟରୁ ସରହୀୟର ପୁତ୍ର ଇଲୀହୋଐନୟ ଓ ତାହା ସଙ୍ଗେ ଦୁଇ ଶହ ପୁରୁଷ।
5ଶଖନୀୟର ସନ୍ତାନଗଣ ମଧ୍ୟରୁ ଯହସୀୟେଲର ପୁତ୍ର; ତାହା ସଙ୍ଗେ ତିନି ଶହ ପୁରୁଷ।
6ଆଉ, ଆଦୀନର ସନ୍ତାନଗଣ ମଧ୍ୟରୁ ଯୋନାଥନର ପୁତ୍ର ଏବଦ୍ ଓ ତାହା ସଙ୍ଗେ ପଚାଶ ପୁରୁଷ।
7ପୁଣି, ଏଲମ୍ର ସନ୍ତାନଗଣ ମଧ୍ୟରୁ ଅଥଲୀୟର ପୁତ୍ର ଯିଶାୟାହ ଓ ତାହା ସଙ୍ଗେ ସତୁରି ପୁରୁଷ।