ଏଜ୍ରା 8

ଆଉ, ଆଦୀନର ସନ୍ତାନଗଣ ମଧ୍ୟରୁ ଯୋନାଥନର ପୁତ୍ର ଏବଦ୍‍ ଓ ତାହା ସଙ୍ଗେ ପଚାଶ ପୁରୁଷ।

Ezra 8:6 (UKJV) Of the sons also of Adin; Ebed the son of Jonathan, and with him fifty males.

4ପହତ୍‍-ମୋୟାବର ସନ୍ତାନଗଣ ମଧ୍ୟରୁ ସରହୀୟର ପୁତ୍ର ଇଲୀହୋଐନୟ ଓ ତାହା ସଙ୍ଗେ ଦୁଇ ଶହ ପୁରୁଷ।

5ଶଖନୀୟର ସନ୍ତାନଗଣ ମଧ୍ୟରୁ ଯହସୀୟେଲର ପୁତ୍ର; ତାହା ସଙ୍ଗେ ତିନି ଶହ ପୁରୁଷ।

6ଆଉ, ଆଦୀନର ସନ୍ତାନଗଣ ମଧ୍ୟରୁ ଯୋନାଥନର ପୁତ୍ର ଏବଦ୍‍ ଓ ତାହା ସଙ୍ଗେ ପଚାଶ ପୁରୁଷ।

7ପୁଣି, ଏଲମ୍‍ର ସନ୍ତାନଗଣ ମଧ୍ୟରୁ ଅଥଲୀୟର ପୁତ୍ର ଯିଶାୟାହ ଓ ତାହା ସଙ୍ଗେ ସତୁରି ପୁରୁଷ।

8ଆଉ, ଶଫଟୀୟର ସନ୍ତାନଗଣ ମଧ୍ୟରୁ ମୀଖାୟେଲର ପୁତ୍ର ସବଦୀୟ ଓ ତାହା ସଙ୍ଗେ ଅଶୀ ପୁରୁଷ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.