ଏଜ୍ରା 8

ଯୋୟାବର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଓବଦୀୟ ଓ ତାହା ସଙ୍ଗେ ଦୁଇ ଶହ ଅଠର ପୁରୁଷ।

Ezra 8:9 (UKJV) Of the sons of Joab; Obadiah the son of Jehiel, and with him two hundred and eighteen males.

7ପୁଣି, ଏଲମ୍‍ର ସନ୍ତାନଗଣ ମଧ୍ୟରୁ ଅଥଲୀୟର ପୁତ୍ର ଯିଶାୟାହ ଓ ତାହା ସଙ୍ଗେ ସତୁରି ପୁରୁଷ।

8ଆଉ, ଶଫଟୀୟର ସନ୍ତାନଗଣ ମଧ୍ୟରୁ ମୀଖାୟେଲର ପୁତ୍ର ସବଦୀୟ ଓ ତାହା ସଙ୍ଗେ ଅଶୀ ପୁରୁଷ।

9ଯୋୟାବର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଓବଦୀୟ ଓ ତାହା ସଙ୍ଗେ ଦୁଇ ଶହ ଅଠର ପୁରୁଷ।

10ଆଉ, ଶଲୋମୀତ୍‍ର ସନ୍ତାନଗଣ ମଧ୍ୟରୁ ଯୋଷିଫୀୟର ପୁତ୍ର ଓ ତାହା ସଙ୍ଗେ ଏକ ଶହ ଷାଠିଏ ପୁରୁଷ।

11ପୁଣି, ବେବୟର ସନ୍ତାନଗଣ ମଧ୍ୟରୁ ବେବୟର ପୁତ୍ର ଜିଖରୀୟ ଓ ତାଙ୍କ ସଙ୍ଗେ ଅଠାଇଶ ପୁରୁଷ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.