21ପରେ ମୁଁ ସିରିୟା ଓ କିଲିକିୟା ଅଞ୍ଚଳକୁ ଗଲି।
22ଯିହୂଦିୟା ପ୍ରଦେଶର ଖ୍ରୀଷ୍ଟାଶ୍ରିତ ମଣ୍ଡଳୀ-ସମୂହ ନିକଟରେ ମୁଁ ବ୍ୟକ୍ତିଗତ ଭାବରେ ପରିଚିତ ନ ଥିଲି;
23ସେମାନେ କେବଳ ଶୁଣୁଥିଲେ, ଏବଂ ଯେଉଁ ବ୍ୟକ୍ତି ପୂର୍ବେ ଆମ୍ଭମାନଙ୍କୁ ତାଡ଼ନା କରୁଥିଲେ, ଏବଂ ଥରେ ଯେଉଁ ବିଶ୍ୱାସମତକୁ ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲେ, ସେ ଏବେ ସୁସମାଚାର ପ୍ରଚାର କରୁଅଛନ୍ତି;
24ଆଉ ସେମାନେ ମୋʼ ସକାଶେ ଈଶ୍ବରଙ୍କ ପ୍ରଶଂସା କରୁଥିଲେ।