ଗାଲାତୀୟ 6

ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। ଆମେନ୍‍।

Galatians 6:18 (UKJV) Brethren, the grace of our Lord Jesus Christ be with your spirit. Amen.

16ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ବରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ।

17ଆଜିଠାରୁ କେହି ଆଉ ମୋତେ କଷ୍ଟ ନ ଦେଉ, କାରଣ ମୁଁ ମୋହର ଶରୀରରେ ଯୀଶୁଙ୍କ କ୍ଷତଦାଗ ବହନ କରୁଅଛି।

18ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। ଆମେନ୍‍।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.