10ପୁଣି, ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍ ଓ କଲନେ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା।
11ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍-ପୁରୀ ଓ କେଲହ,
12ପୁଣି, ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍ ନଗର ସ୍ଥାପନ କଲା; ଏହି ରେଷନ୍ ମହାନଗର।
13ପୁଣି, ଲୁଦୀୟ ଓ ଅନାମୀୟ ଓ ଲହାବୀୟ ଓ ନପ୍ତୂହୀୟ
14ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନେ ମିସରର ସନ୍ତାନ।