24ଅବ୍ରହାମଙ୍କର ଅନେଶ୍ୱତ ବର୍ଷ ବୟସରେ ତାଙ୍କର ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।
25ପୁଣି, ତାଙ୍କର ପୁତ୍ର ଇଶ୍ମାୟେଲର ତେର ବର୍ଷ ବୟସରେ ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।
26ଏହିରୂପେ ଏକ ଦିନରେ ଅବ୍ରହାମଙ୍କର ଓ ତାଙ୍କ ପୁତ୍ର ଇଶ୍ମାୟେଲର ସୁନ୍ନତ ହେଲା।
27ପୁଣି, ତାଙ୍କ ଗୃହଜାତ ଓ ବିଦେଶୀୟମାନଙ୍କ ନିକଟରୁ ମୂଲ୍ୟକ୍ରୀତ ତାଙ୍କ ଗୃହସ୍ଥ ସମସ୍ତ ପୁରୁଷର ସୁନ୍ନତ ହେଲା।