32ଏହିରୂପେ ସେମାନେ ବେର୍ଶେବା ନିକଟରେ ନିୟମ ସ୍ଥିର କରନ୍ତେ, ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଉଠି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ।
33ଏଥିଉତ୍ତାରେ ଅବ୍ରହାମ ସେହି ବେର୍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
34ପୁଣି, ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶରେ ବହୁ ଦିନ ପ୍ରବାସ କଲେ।